ଓଡ଼ିଶାରୁ ୬୫୯୯ ନୂଆ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତକାଲି ଗୋଟିଏ ଦିନରେ ଓଡ଼ିଶାରେ ୬୫୯୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୯୫୮ ଜଣ ସଂକ୍ରମିତ ଖୋର୍ଦ୍ଧା ଜିଲାରୁ ରହିଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ନୂଆ ସଂକ୍ରମିତଙ୍କ ମଧ୍ୟରୁ!-->…