ସପ୍ତାହନ୍ତ ସଟଡାଉନରେ ଘଣ୍ଟାଏ କୋହଳ
ଭୁବନେଶ୍ବର: ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଆରମ୍ଭ ହେଉଛି ସପ୍ତାହନ୍ତ ସଟ୍ଡାଉନ୍। ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍ଡାଉନ୍। ତେବେ ଉଭୟ ଦିନ ସକାଳେ ଘଣ୍ଟାଏ ଲେଖାଏଁ କୋହଳ ମିଳିବ ବୋଲି ଶୁକ୍ରବାର ସୂଚନା ମିଳିଛି। ମର୍ଣ୍ଣିଂ ୱାକ୍ ଓ ସାଇକ୍ଲିଂ ପାଇଁ ସକାଳ ୫ଟାରୁ ୬ଟା!-->…