ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା ସଚେତନତା ଅଭିଯାନ
ଭୁବନେଶ୍ୱର: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏଟ୍ ୟୁନିଟ୍, ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ) ପକ୍ଷରୁ ବାଣୀବିହାର କ୍ୟାମ୍ପସ ମଧ୍ୟରେ ଏକ କରୋନା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଏବଂ!-->…