ଆଜି ଠାରୁ ବନ୍ଦ ହେଲା ପ୍ରତ୍ନତାତ୍ତ୍ୱିକ ସ୍ଥଳ
ଭୁବନେଶ୍ୱର : ଓଡିଶା ତଥା ସାରା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଭଳି ସମୟରେ ସଂକ୍ରମଣ ରୋକିବାକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ରାଜ୍ୟରେ ଥିବା ସମସ୍ତ ପ୍ରତ୍ନତାତ୍ତ୍ୱିକ ସ୍ଥଳଗୁଡିକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି!-->…