ହାଇଦରକୁ କରୋନା: ରିମାଣ୍ଡ ସ୍ଥଗିତ
କଟକ: କଟକ ବଡମେଡିକାଲରୁ ଖସି ପଳାଇବା ପରେ ତେଲେଙ୍ଗାନାରେ ଧରା ପଡିଥିବା ଗ୍ୟାଙ୍ଗଷ୍ଟର ହାଇଦର କରୋନା ସଂକ୍ରମିତ ହୋଇଛି। ଆରଟିପିସିଆର ପରୀକ୍ଷାରେ ସେ କରୋନା ପଜିଟିଭ ଥିବା ଜଣାଯାଇଛି। ଗତକାଲି ପ୍ରଥମେ ହାଇଦରର ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ସେଥିରେ ରିପୋର୍ଟ ନେଗେଟିଭ ଆସିବାରେ ତାହାର!-->…