ଆନ୍ତଃରାଜ୍ୟ ବସ୍ ବନ୍ଦ : ଚିନ୍ତାରେ ମାଲିକ
ଭୁବନେଶ୍ୱର: କରୋନା ସଂକ୍ରମଣର ଚେନ୍ ଭାଙ୍ଗିବାକୁ ରାଜ୍ୟ ସରକାର କୋଭିଡ କଟକଣାକୁ ଆହୁରି କଡାକଡି କରିଛନ୍ତି । ଆସନ୍ତା ୧୯ରୁ ଆନ୍ତଃରାଜ୍ୟ ବସ୍ ଚଳାଚଳ ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ରାଜ୍ୟ ଭିତରେ ପୂର୍ବଭଳି ବସ୍ ଚଳାଚଳ ଚାଲୁ ରହିବ । ରାଜ୍ୟରେ!-->…