ରାଜ୍ୟରେ ୨ହଜାର ଟପିଲା ସଂକ୍ରମଣ : ୩ ମୃତ
ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହର ଆଜି ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୨ହଜାର ଅତିକ୍ରମ କରିଛି । ରାଜ୍ୟରେ ଆଜି ଦିନକରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଂଟାଇନ୍ରେ ଥିବା ବେଳେ ଅନ୍ୟ ୯୫୩ ଜଣ ସ୍ଥାନିୟ!-->…