ପୁସ୍ତକ ମାନସିକ ଦୃଢ଼ତା ଆଣେ, ଝୁମିଲା ପୁସ୍ତକ ମେଳାର ୪ର୍ଥ ସନ୍ଧ୍ୟା
ବ୍ୟାସନଗର : ଓଡିଶା ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଯାଜପୁର ଜିଲ୍ଲା ପ୍ରଶାସନ ଓ କଳିଙ୍ଗନଗର ପୁସ୍ତକ ମେଳା କମିଟିର ମିଳିତ ଆନୁକୂଲ୍ୟରେ ଅଷ୍ଟମ ରାଜ୍ୟସ୍ତରୀୟ କଳିଙ୍ଗନଗର ପୁସ୍ତକ ମେଳାର ଚତୁର୍ଥ ସନ୍ଧ୍ୟା l ସଭାପତି ବିଦ୍ୟାଧର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…