ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ବାହାରିଲେ କରୋନା ପଜିଟିଭ
ପୁରୀ: ପୁରୀରେ ବ୍ୟାପକ ହୋଇଛି କରୋନା ସଂକ୍ରମଣ। ପର୍ଯ୍ୟଟକଙ୍କଠାରୁ ଆରମ୍ଭ କରି ଶ୍ରୀମନ୍ଦିର ପର୍ଯ୍ୟନ୍ତ ସବୁଠି ବ୍ୟାପିଲାଣି କରୋନା ସଂକ୍ରମଣ। ଦୀର୍ଘମାସ ବନ୍ଦ ରହିବା ପରେ ପୁରୀ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିଥିଲା। କଟକଣା ଭିତରେ ଜଗା ଦର୍ଶନ ପାଉଥିଲେ ଭକ୍ତ। ହେଲେ ଏବେ ପରିସ୍ଥିତି!-->…