ପିପିଲି-ଡେଲାଙ୍ଗ ବିକାଶ କାମ ମୁଁ ନିଜେ ବୁଝିବି : ମୁଖ୍ୟମନ୍ତ୍ରୀ
ଭୁୁବନେଶ୍ୱର: ପିପିଲି-ଡେଲାଙ୍ଗର ବିକାଶ କାମ ମୁଁ ନିଜେ ବୁଝିବି । ବିଜୁ ଜନତା ଦଳର ପ୍ରାର୍ଥୀକୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆପଣମାନେ ଆଶୀର୍ବାଦ କରନ୍ତୁ ବୋଲି କହି ପିପିଲି -ଡେଲାଙ୍ଗବାସୀଙ୍କୁ ଅନୁରୋଧ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ଦିନ!-->…