ସାରା ଦେଶରେ ଆରମ୍ଭ ହେଲା ‘ଟିକା ଉତ୍ସବ’
କରୋନା ମୁକାବିଲା ପାଇଁ ଚାରିଦିନିଆ ସ୍ୱତନ୍ତ୍ର ଟିକାକରଣ ଅଭିଯାନ ‘ଟିକା ଉତ୍ସବ’ ଆଜିଠାରୁ ସାରା ଦେଶରେ ଆରମ୍ଭ ହୋଇଛି। ଏହି ଗଣ ଟିକାକରଣ ଉତ୍ସବ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଗତ ଗୁରୁବାର ଦିନ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ସମୟରେ ଗଣ ଟିକାଦାନ କାର୍ଯ୍ୟକ୍ରମ ଟିକା!-->…