ପଶ୍ଚିମବଙ୍ଗ ନିର୍ବାଚନ – କୁଚ୍ବିହାରରେ ୭୨ ଘଣ୍ଟିଆ ପ୍ରବେଶ କଟକଣା
ପଶ୍ଚିମବଙ୍ଗର ହିଂସାଗ୍ରସ୍ତ କୁଚ୍ବିହାର ଜିଲ୍ଲାରେ ଆଗାମୀ ୭୨ ଘଣ୍ଟା ପାଇଁ ରାଜନେତାମାନଙ୍କ ପ୍ରବେଶ ଉପରେ ନିର୍ବାଚନ କମିଶନ କଟକଣା ଜାରି କରିଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ଦୃଷ୍ଟିରୁ ଏଭଳି କଟକଣା ଜାରି କରାଯାଇଛି। ପ୍ରଥମେ ୪୮ଘଣ୍ଟା ପାଇଁ ଏହି କଟକଣା ଲାଗୁ କରାଯାଇଥିବା ବେଳେ ପରେ!-->…