ପଶ୍ଚିମବଙ୍ଗରେ ମତଦାନ ବେଳେ ହିଂସା; ୪ ମୃତ
କଲକାତା: ପଶ୍ଚିମବଙ୍ଗରେ ଶନିବାର ୪ର୍ଥ ପର୍ଯ୍ୟାୟ ମତଦାନ ସମୟରେ ଅନେକ ସ୍ଥାନରେ ହିଂସାକାଣ୍ଡ ଘଟିଛି। କୁଚବିହାରର ସିତାଲକୁଚୀରେ ବିଜେପି ଏବଂ ଟିଏମସି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। କୁଇକ ରେସ୍ପନ୍ସ ଟିମ୍ (କ୍ୟୁଆରଟି) ମତଦାନ କେନ୍ଦ୍ର ନିକଟରେ ପାଟ୍ରୋଲିଂ କରୁଥିବା!-->…