ଅଘୋଷିତ ବିଦ୍ୟୁତ କାଟକୁ ନେଇ ଅସନ୍ତୋଷ
ବେଗୁନିଆ : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବିଦ୍ୟୁତ ଉପଖଣ୍ଡରେଏବେ ନୀତିଦିନ ବିନା ସୂଚନାରେ ବାରମ୍ବାର ବିଦ୍ୟୁତ କାଟ ଘଟଣା ସାଧାରଣରେ ଅସନ୍ତୋଷ ସୃଷ୍ଟି କରିଛି । କୌଣସି ପୂର୍ବ ସୂଚନା ନଥାଇ ପ୍ରତିଦିନ ସକାଳୁ ସନ୍ଧ୍ୟା ଭିତରେ ବାରମ୍ବାର ବିଦ୍ୟୁତ କାଟ ହେଉଥିବା ସମ୍ପର୍କରେ ବିଭାଗୀୟ!-->…