ବାଣୀବିହାର ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖାଲି କରିବା ନିର୍ଦ୍ଦେଶକୁ ବିରୋଧ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମଣ ତୀବ୍ର ଗତିରେ ବୃଦ୍ଧିପାଉଥିବାବେଳେ ତାହାକୁ ଦୃଷ୍ଟିରେ ରଖି ବାଣୀବିହାରର ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ବିରୋଧ କରି ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ଆଜି ଶତାଧିକ ସଂଖ୍ୟାରେ ଏକ ଶୋଭଯାତ୍ରାରେ ଆସି…

ଆଜିଠାରୁ ଆଇପିଏଲ୍‌-୧୪

ଚେନ୍ନଇ: ଦେଶରେ ମହାମାରୀ କରୋନାର ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ବାତାବରଣର ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଏସବୁକୁ ବଳିଯାଇଛି କ୍ରିକେଟ୍‌ ଫିଭର। ଶୁକ୍ରବାରଠାରୁ ବିଶ୍ବର ସବୁଠାରୁ ଧନଶାଳୀ ପେସାଦାର ଟ୍ବେଣ୍ଟି୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌) ଆରମ୍ଭ…

ରେକର୍ଡ ଭାଙ୍ଗୁଛି କରୋନା ;ଦେଶରେ ୧ଲକ୍ଷ ୩୧ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ କରୋନା ପୁଣି ନିଜର କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଦିନ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବା ସହ ନୂଆ ରେକର୍ଡ଼ ସୃଷ୍ଟି କରୁଛି। ୨୪ ଘଣ୍ଟାରେ ୧ ଲକ୍ଷ ୩୧ ହଜାର ୯୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୦,୬୦, ୫୪୨କୁ…

ବିଶ୍ୱ ଆର୍ଥିକ ସ୍ଥିତି ସୁଧୁରୁଛି: ଆଇଏମଏଫ ମୁଖ୍ୟ

ୱାଶିଂଟନ: ସମଗ୍ର ବିଶ୍ୱର ଆର୍ଥିକ ପରିସ୍ଥିତିରେ ସୁଧାର ପରିଲକ୍ଷିତ ହେଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରବର୍ତୀ ସମୟରେ ବିଶ୍ୱ ଯେଉଁଭଳି ସାଂଘାତିକ ମାନ୍ଦା ଅବସ୍ଥାର ସମ୍ମୁଖୀନ ହେଉଥିଲା, ସେଥିରେ ଉନ୍ନତି ପରିଲକ୍ଷିତ ହେଉଛି । ଏକଥା କହିଛନ୍ତି ଆନ୍ତର୍ଜାତିକ ମୁଦ୍ରାପାଣ୍ଠି (ଆଇଏମଏଫ)…

ସ୍ୱସ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

କଟକ: ଜାତୀୟ ସାଇକେଲ ଚାଳନା ଚାମ୍ପିଅନସିପରେ ନୂତନ ରେକର୍ଡ ସୃଷ୍ଟି କରିଥିବା ଓଡ଼ିଶାର ସ୍ୱସ୍ତି ସିଂହଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱସ୍ତିଙ୍କୁ ୨ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।…

ସୋଲାର ପିଭି ନିର୍ମାଣ ପାଇଁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ଉଚ୍ଚମାନର ସୋଲାର ପିଭି ମଡ୍ୟୁଲ ଉତ୍ପାଦନ ପାଇଁ ଉଦ୍ଧିଷ୍ଟ ଜାତୀୟ କାର୍ଯ୍ୟକ୍ରମକୁ ପିଏଲଆଇ ସୁବିଧା ଦେବାକୁ କ୍ୟାବିନେଟର ଅନୁମୋଦନ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଦେଶରେ ଅତି ଉଚ୍ଚମାନର ସୋଲାର ପିଭି…

କୋଭିଡ ଓ ଶିଶୁ

କୋଭିଡ-୧୯ ମହାମାରୀର ପ୍ରଥମ ଲହର୍ ପରେ ଏବେ ଚାଲିଛି ଆମ ଦେଶରେ ଚାଲିଛି ଏହାର ଦ୍ୱିତୀୟ ଲହର୍ ଏପରିକି ଭାରତରେ ବୁଧବାର ୧ ଲକ୍ଷ ୧୫ ହଜାରରୁ ଅଧିକ ଲୋକ କରୋନା ପଜିଟିଭ ଥିବା ଚିହ୍ନଟ ହୋଇଛି । ତତସହିତ ଆଉ ୬୩୦ ଜଣଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁ ସଂଖ୍ୟା ଦେଶରେ ୧,୬୬,୧୭୭ରେ ପହଂଚିଥିଲା…

ପଶ୍ଚିମବଙ୍ଗ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମୈଦାନରେ ରାହୁଲ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ୮ ଟି ପର୍ଯ୍ୟାୟରେ ହେଉଥିବା ଭୋଟ ଗ୍ରହଣରୁ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି । ହେଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏପର୍ଯ୍ୟନ୍ତ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରକୁ ନଯିବାକୁ ନେଇ ଚାରିଆଡୁ ଆଲୋଚନା ହେଉଛି । ଏହାରି ମଧ୍ୟରେ ଖବର…

୩ ଦିନ ପାଇଁ ବନ୍ଦ ରହିବ ଗୁଣପୁର ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର: ଜିଆଇଇଟି ବିଶ୍ୱବିଦ୍ୟାଳୟ  କ୍ୟାମ୍ପସରୁ ୬ ପଜିଟିଭ ଚିହ୍ନଟ ପରେ ୩ ଦିନ ବିଶ୍ୱବିଦ୍ୟାଳୟ ବନ୍ଦ ରଖିବାକୁ ନିର୍ଦେଶ ଦେଇଛନ୍ତି ଗୁଣପୁର ଉପଜିଲ୍ଲାପାଳ ସୋନାଲ ଜେନା । ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ବନ୍ଦ ରହିବ । ସମ୍ପୂର୍ଣ୍ଣ କ୍ୟାମ୍ପସକୁ ସାନିଟାଇଜ…

ଛତିଶଗଡ ପରେ ମଧ୍ୟପ୍ରଦେଶରେ ଲାଗୁହେଲା ଲକଡାଉନ୍

ମଧ୍ୟପ୍ରଦେଶ : ସାରା ଦେଶରେ କରୋନା ସଂକଟ ଭିତରେ ମଧ୍ୟପ୍ରଦେଶରେ ବି କରୋନା ସଂକ୍ରମଣ ଭୟାନକ ରୂପ ନେବାରେ ଲାଗିଛି । ଏହାରି ମଧ୍ୟରେ ସଂକ୍ରମଣକୁ ରୋକିବାକୁ ମୁଖ୍ୟମନ୍ତ୍ରୀ ଶିବରାଜସିଂ ଚୌହାନ କଡା ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟର ପ୍ରମୁଖ ସହର ମାନଙ୍କରେ ୬୦ ଘଂଟା ପାଇଁ ପୂର୍ଣ୍ଣ…