ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଗଣଧାରଣା

ବାଲିକୁଦା: ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦିରେ ବାଲିକୁଦା ବ୍ଲକ କଂଗ୍ରେସ ପକ୍ଷରୁ ଏକ ପ୍ରତିବାଦ ଶଭା ଓ ଗଣଧାରଣା ବାଲିକୁଦା ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇ୍ାଇଛି । ସଭାପତି ବିକ୍ରମ କିଶୋର ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବେ ପୂର୍ବତନ…

କରୋନା ମୁକାବିଲା ନେଇ ଲୋକଙ୍କୁ କରାଯିବ ସଚେତନ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ହ୍ରାସ କରିବା ପାଇଁ ରାଜ୍ୟରେ ଅଧିକ ପୋଲିସ ମୁତୟନ କରିବା ସହ ୧୦ ଦିନ ପାଇଁ ସ୍ୱତନ୍ତ୍ର ଅଭିଯାନ ଚଳାଇବାକୁ ମୁଖ୍ୟମନ୍ତ୍ରୀ ପୋଲିସ୍ ମହାନିଦେ୍ର୍ଧଶକଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସେହିପରି ଛତିଶଗଡ଼ ସୀମାନ୍ତରେ ଥିବା ରାଜ୍ୟର ପଶ୍ଚିମାଂଚଳ ଜିଲ୍ଲାମାନଙ୍କରେ…

ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ। ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ। ୨୪ ଘଣଟାରେ ଦେଶରେ ୧,୧୫,୭୩୬ ନୂଆ କରୋନା ପଜଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୨୮,୦୧,୭୮୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୬୩୦ ଆକ୍ରାନ୍ତଙ୍କ…

କାରରେ ଏକୁଟିଆ ଯାତ୍ରା କଲେ ବି ମାସ୍କ ପିନ୍ଧିବା ଜରୁରୀ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: କାରରେ ଏକୁଟିଆ ଯାତ୍ରା କରୁଥିଲେ ବି ମାସ୍କ ପିନ୍ଧିବା ଜରୁରୀ। ଦେଶରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ହାଇକୋର୍ଟ ବୁଧବାର ଏହି ଗୁରୁତ୍ଵପୂର୍ଣ୍ଣ ଆଦେଶ ଦେଇଛନ୍ତି। ହାଇକୋର୍ଟ କହିଛନ୍ତି, ଯଦି କୌଣସି ବ୍ୟକ୍ତି ନିଜେ ଏକୁଟିଆ କାର ଚାଳନା କରି ଯାଉଛନ୍ତି,…

ରେପୋରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ବ୍ୟାଙ୍କଗୁଡ଼ିକରେ ରେପୋରେଟ୍‌ ୪%ରେ ଅପରିବର୍ତ୍ତିତ ରହିଛି। ଫଳରେ ବିଭିନ୍ନ ଋଣ ଉପରେ ସୁଧ ହାର ହ୍ରାସ ପାଇବ ନାହିଁ ଏବଂ ଗ୍ରାହକଙ୍କୁ କୌଣସି ଅଶ୍ଵସ୍ତି ମିଳିବ ନାହିଁ। ଗତ ୫ ତାରିଖରୁ ଆରମ୍ଭ ହୋଇଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି (ଏମପିସି)…

ହିମାଚଳ ପ୍ରଦେଶରେ ବାର୍ଡ ଫ୍ଲୁ

ଶିମଳା: ଦେଶରେ କୋଭିଡ ସଂକ୍ରମଣ ସହିତ ବାର୍ଡ ଫ୍ଲୁ ସଂକ୍ରମଣର ଦ୍ୱିତୀୟ ତରଙ୍ଗ ପରିଲକ୍ଷିତ ହୋଇଛି। ହିମାଚଳପ୍ରଦେଶରେ ବାର୍ଡ ଫ୍ଲୁରେ ସଂକ୍ରମିତ ଶତାଧିକ ମୃତ ପକ୍ଷୀଙ୍କୁ ଠାବ କରାଯାଇଛି। ଗତ ଦୁଇସପ୍ତାହ ମଧ୍ୟରେ ପୋଙ୍ଗ ଡ୍ୟାମ ଲେକରୁ ବନ୍ୟପ୍ରାଣୀ ଅଧିକାରୀମାନେ ଶତାଧିକ ଦେଶାଟନକାରୀ…

ଅପହୃତ ଯବାନଙ୍କ ଫଟୋ ଜାରି କଲେ ମାଓବାଦୀ

ବିଜାପୁର: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଏନକାଉଣ୍ଟର ସମୟରେ ଜଣେ ଯବାନ ନିଖୋଜ ହୋଇଯାଇଥିଲେ। ନିଖୋଜ ଥିବା ଯବାନ ରାକେଶ୍ଵର ମାନହାସଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିବା ଏବେ ସ୍ପଷ୍ଟ ହୋଇଛି। ମାଓବାଦୀମାନେ ରାକେଶ୍ଵରଙ୍କ ଫଟୋ ସୋସିଆଲ ମିଡିଆରେ ଜାରି କରିଛନ୍ତି।…

କୋଲମପଡ଼ା ଜଙ୍ଗଲରେ ଗୁଳିବିନିମୟ

ଫୁଲବାଣୀ: କନ୍ଧମାଳ ଜିଲା ଗୋଛଡ଼ା ଥାନା ଅନ୍ତର୍ଗତ କୋଲମପଡ଼ା ଗାଁ ନିକଟ ଜଙ୍ଗଲରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟ ସମୟରେ ମାଓବାଦୀମାନେ ଯବାନଙ୍କୁ ସାମ୍ନା କରି ନ ପାରି ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ଗତ ସୋମବାର ଭୋର ସମୟରେ ଏହି…

ବାପା ହେଲେ ବାବୁସାନ୍‍

ଭୁବନେଶ୍ୱର: ବାପା ହେଲେ ବାବୁସାନ୍‍। ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ଧର୍ମପତ୍ନୀ ତୃପ୍ତି ପଟିଆସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଉଭୟ ମାଆ ଓ ଶିଶୁ ସୁସ୍ଥ ଅଛନ୍ତି। ଏହି ଖବର ଜଣାପଡ଼ିବା ପରେ ଓଲିଉଡ଼ର ଚକୋଲେଟ୍‍ ବୟ ଭାବେ ପରିଚିତ…

ବିଜେପି ବିଶ୍ୱାସ କରେ ପ୍ରଥମେ ଦେଶ, ପରେ ଦଳ ଓ ତା ପରେ ବ୍ୟକ୍ତି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଆଜି ଏହାର ୪୧ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦଳର ନେତା ଓ କର୍ମୀଙ୍କୁ ସମ୍ବୋଧିତ କରିଥିଲେ । ସେ କହିଛନ୍ତି ଯେ, ବିଜେପି ଆରମ୍ଭରୁ ବିଶ୍ୱାସ କରେ ଯେ ଜଣେ ବ୍ୟକ୍ତି ଅପେକ୍ଷା ଦଳ ବଡ…