ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦେଶ
ମୁମ୍ବଇ: ମୁମ୍ବଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ଅଭିଯୋଗ ଉପରେ ବମ୍ବେ ହାଇକୋର୍ଟ ସୋମବାର ଏକ ବଡ଼ ଆଦେଶ ଦେଇଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସିବିସିଆଇ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ଏହା ସହିତ ଆସନ୍ତା ୧୫ ଦିନ ମଧ୍ୟରେ ତଦନ୍ତ!-->…