୨୪ରେ ଶପଥଗ୍ରହଣ କରିବେ ଜଷ୍ଟିସ ରମନ୍ନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏନ. ଭି. ରମନ୍ନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ହେବେ। ଏ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କଲେଜିୟମଙ୍କ ପକ୍ଷରୁ କରାଯାଇଥିବା ସୁପାରିସକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି। ବର୍ତ୍ତମାନର ପ୍ରଧାନ!-->…