ରାଜ୍ୟରେ୨୪ ଘଣ୍ଟାରେ ୪୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର ; ରାଜ୍ୟରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୪୫୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ ସଙ୍ଗରୋଧରୁ , ୧୮୫ ସ୍ଥାନୀୟ। ସେହିପରି ମୋଟ ପଜିଟିଭଙ୍କ ସଂଖ୍ୟା ୩,୪୨,୨୨୪କୁ ବୃଦ୍ଧି ପାଇଥିବା ବେଳେ ୩,୩୭,୪୩୦ ସୁସ୍ଥ!-->…