ପ୍ରଚାର ବେଳେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଆକ୍ରମଣ
ପିପିଲି: ପିପିଲିରେ ନିର୍ବାଚନୀ ପ୍ରଚାର ତୀବ୍ର ହେଉଥିବା ବେଳେ ଆଜି ରାଜନୈତିକ ହିଂସା ଘଟିଛି। ପିପିଲି ବ୍ଲକ ସହଜପୁର୍ ପଞ୍ଚାୟତ ଅନ୍ତର୍ଗତ ରାଇଗୁରପୁର ଗ୍ରାମରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରୁଥିବା ବେଳେ ବିଜେପି କର୍ମକର୍ତ୍ତା ଚିତ୍ତରଞ୍ଜନ ନାୟକଙ୍କ!-->…