ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତି ଉନ୍ମୋଚିତ
କଟକ: ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ଜାତିର ପିତା ମହାତ୍ମାଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତି ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଂଟନମେଂଟ ରୋଡର ଗୋପବନ୍ଧୁ ଛକରେ!-->…