ଓଡିଶାରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ
ଭୁବନେଶ୍ୱର : ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡିଶାଗସ୍ତରେ ଆସି ଆଜି ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ଉପରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରାଜଭବନ ଯାଇଛନ୍ତି। ବିମାନବନ୍ଦରରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ!-->…