୨୪ ଘଣ୍ଟାରେ ୫୩ ହଜାର ୪୮୦ ନୂଆ ଆକ୍ରାନ୍ତ: ୩୫୪ ମୃତ
ନୂଆଦିଲ୍ଲୀ: କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଗତ ୨୪ ଘଣ୍ଟାରେ ୩୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ଯାହାକୁ ନେଇ ଉଦବେଗ!-->…