ରାଜ୍ୟରେ ଖୋଲିବ ୧୫୬୭ ନୂଆ ଅଙ୍ଗନବାଡି କେନ୍ଦ୍ର
ଭୁବନେଶ୍ୱର: ରାଜ୍ୟରେ ଆଉ ୧୫୬୭ଟି ନୂଆ ଅଙ୍ଗନବାଡି କେନ୍ଦ୍ର ଖୋଲିବ ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ବିଧାନସଭାରେ କହିଛନ୍ତି । ଆଜି ପ୍ରଶ୍ନକାଳରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଏକ ପ୍ରଶ୍ନର ଉତରରେ କହିଛନ୍ତି େଯେ, ରାଜ୍ୟରେ ୬୨ ହଜାର ୧୭୧ ଟି!-->…