ରାଜ୍ୟରେ ୨୩୪ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଆଜି ୨୩ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୩୯ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ!-->…