ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲାନି ଟିକଟ
କଲକାତା: ସ୍ବତନ୍ତ୍ର ଭାବେ ଦଳରେ ମିଶିଲେ ଏବଂ ପଶ୍ଚିମବଙ୍ଗ ମତଦାତା ତାଲିକାରେ ନିଜର ନାମ ପଞ୍ଜୀକରଣ କଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ନିଜକୁ ‘କୋବ୍ରା’ ବୋଲି ଦର୍ଶାଇ ‘ଥରେ ଦଂଶନ କଲେ ବ୍ୟକ୍ତି ଫଟୋ ହୋଇଯିବ’ ବୋଲି ବାହୁସ୍ଫୋଟ ମାରିଲେ। ଏହା ସତ୍ତ୍ବେ ତାଙ୍କୁ!-->…