ଏସଡିଭିଓ କାର୍ଯ୍ୟାଳୟର ବରିଷ୍ଠ ସହାୟକଙ୍କ ଘରେ ଭିଜିଲାନ୍ସ ଚଢାଉ
ବ୍ରହ୍ମପୁର: ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ(ଏସଡିଭିଓ)ଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ ମାନସ ରଞ୍ଜନ ଦାସ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍ସନ୍ ସମ୍ବନ୍ଧୀୟ ଫାଇଲ୍ କାମ କରାଇଦେବା ପାଇଁ ୧୫ ହଜାର ଟଙ୍କା!-->…