ମାହାଙ୍ଗା ତାତି : ଚାଲିପାରିଲାନି ଗୃହ
ଭୁବନେଶ୍ୱର: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ବିଧାନସଭାରେ ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ମୁଖ୍ୟ ବିରୋଧୀ ଦଳ ବିଜେପିର ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିବା ଫଳରେ ବାଚସ୍ପତି ଶ୍ରୀ ସୁର୍ଯ୍ୟନାରାୟଣ ପାତ୍ର ଗୃହକୁ ୨ଥରରେ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି । ଏହା ସହିତ!-->…