ଦେଶରେ ଦିନକରେ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଦୈନିକ ସଂକ୍ରମଣ ୪୦ ହଜାର ଟପୁଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬,୭୯୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା!-->…