ମମତାଙ୍କ ଉପରେ ଆକ୍ରମଣ ହୋଇନି, ତାହା ଏକ ଦୁର୍ଘଟଣା ଥିଲା: ନିର୍ବାଚନ ଆୟୋଗ
କଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଥିବାର କୌଣସି ପ୍ରମାଣ ନାହିଁ ବୋଲି କହିଛନ୍ତି ନିର୍ବାଚନ ଆୟୋଗ। ଆକ୍ରମଣକୁ ନେଇ ପର୍ଯ୍ୟବେକ୍ଷକ ଏବଂ ମୁଖ୍ୟ ସଚିବଙ୍କ ରିପୋର୍ଟ ମିଳିବା ପରେ ଏ ସମ୍ପର୍କରେ ନିର୍ବାଚନ ଆୟୋଗ ପକ୍ଷରୁ ରବିବାର ବୈଠକ ବସିଥିଲା। ବୈଠକ!-->…