ଶତାବ୍ଦୀ ଏକ୍ସପ୍ରେସ ବଗିରେ ଅଗ୍ନିକାଣ୍ଡ ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଡେରାଡୁନ : ନୂଆଦିଲ୍ଲୀରୁ ଡେରାଡୁନ ଆସୁଥିବା ଶତାବ୍ଦୀ ଏକ୍ସପ୍ରେସର ବଗିରେ ଶନିବାର ମଧ୍ୟାନ୍ନ୧୨ଟା୨୦ରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଛି। ଏକ ବଡ ଧରଣର ବିପଦରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିଆଁ ଲାଗିଥିବା ବଗିରୁ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ ବଗିକୁ!-->…