ଦେଶରେ ନୂଆ କରୋନା ପଜିଟିଭ ୨୩,୨୮୫
ନୂଆଦିଲ୍ଲୀ : ଦେଶରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩ ହଜାର ଟପିଛି। ଦିନକରେ ଆଉ ୨୩,୨୮୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୩,୦୮,୮୪୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ!-->…