ପ୍ରଥମରୁ ୮ମ ସବୁ ପାସ୍
ଭୁବନେଶ୍ଵର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଆଉ ସ୍କୁଲ ଖୋଲିବା ସମ୍ଭବ ନୁହେଁ। ପରୀକ୍ଷା ବି ହୋଇପାରିବନି। ତେଣୁ ପ୍ରଥମରୁ ୮ମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ପାସ୍ କରିବାକୁ ରାଜ୍ୟ ସରକାର ଆପାତତଃ ନିଷ୍ପତ୍ତି ନେଇଛନ୍ତି ବୋଲି ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ!-->…