ଦେଶରେ୧୫,୩୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ ଗତକିଛି ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଥିବା ବେଳେ ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୧୫,୩୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୨,୪୪,୭୮୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ!-->…