ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୪୧, ସ୍ଥାନୀୟ ୨୮। ମୋଟ ପଜିଟିଭ ସଂଖ୍ୟା ୩,୩୭,୯୨୯ରେ ପହଞ୍ଚିଛି। ୩,୩୫,୨୫୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
୧୫ ଜିଲା ଓ ଷ୍ଟେଟ ପୁଲରୁ!-->!-->!-->…