ରାଜ୍ୟରେ ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୬୦ରେ ସୀମିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୫, ସ୍ଥାନୀୟ ୨୪। ମୋଟ ପଜିଟିଭ ୩,୩୭,୮୦୩କୁ ବୃଦ୍ଧି ପାଇଛି। ୩,୩୫,୦୮୦ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ!-->…