୧୨ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ
ମୁମ୍ବାଇ: ଦିବଗଂତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତୁ୍ୟ ମାମଲା ସହ ଜଡିତ ଡ୍ରଗ୍ସ କୋଣର ତଦନ୍ତ କରି ତାଙ୍କର ପୂର୍ବତନ ପ୍ରେମିକା ରିୟା ଚକ୍ରବର୍ତୀଙ୍କ ସମେତ ୩୩ ଜଣଙ୍କ ନାମରେ ଚାର୍ଜସିଟ୍ ଦାଖଲ କରିଛି ନାର୍କୋଟିକ୍ସ କଂଟ୍ରୋଲ୍ ବ୍ୟୁରୋ (ଏନ୍ସିବି) । ମାର୍ଚ୍ଚ ୫ ତାରିଖରେ!-->…