ଦେଶରେ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ତୁଳନାରେ ସାମାନ୍ୟ ହ୍ରାସ ପାଇଛି। ଆଉ ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୧,୭୩,୭୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୩ ଆକ୍ରାନ୍ତଙ୍କ ମୃତ୍ୟୁ!-->…