କୋଭିଡ୍ କଟକଣା ମଧ୍ୟରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହେବ
ଭୁବନେଶ୍ବର: ମାର୍ଚ୍ଚ ୧୧ରେ ପଡୁଛି ମହାଶିବ ରାତ୍ରୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ପାଳନ କରାଯିବ। ଏଥର କୋଭିଡ୍ କଟକଣା ମଧ୍ୟରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହେବ। କୋଭିଡ୍ ନିୟମ ପାଳନ କରି ଭକ୍ତମାନେ ଦୀପ ଜାଳିବେ, କିନ୍ତୁ ଜାଗର ଦୀପ ଜାଳିବା ପାଇଁ!-->…