ଆରଡିରେ ଶିବରାତ୍ରୀ ପାଇଁ ୧୪୪ ଧାରା

ଭଦ୍ରକ: ବିନା ଭକ୍ତରେ ଆରଡିରେ ହେବ ଜାଗର ଯାତ୍ରା । ବାବା ଆଖଣ୍ଡଳମଣିଙ୍କ ଜାଗର ଯାତ୍ରାରେ ପ୍ରତିବର୍ଷ ଭଦ୍ରକର ଆରଡିରେ ହଜାର ହଜାର ଶ୍ରଦ୍ଧାହଳୁଙ୍କ ସମାଗମ ହୁଏ । ଦୋକାନ ବଜାର ପଡେ । ହେଲେ ଏଥର କରୋନା ଯୋଗୁଁ ବାବାଙ୍କ ପୀଠକୁ ନା ଭକ୍ତ ଆସିବେ ନା ଦୋକାନ ବଜାର ପଡିବ । ବିନା ଭକ୍ତରେ…

ମଣ୍ଡିରେ ଜାଲ୍ ଟୋକନ୍ କରି ଧାନ ବିକି ମାଲାମାଲ ହେଉଛି ଦଲାଲ୍ !

ମାଲକାନଗିରି: ମଣ୍ଡିରେ ଚାଲିଛି ଦଲାଲରାଜ । କେମିତି ଦଲାଲଙ୍କ କବଜାରେ ଅଛି ମଣ୍ଡି, ମଣ୍ଡିରେ ଧାନ ରଖି କାହିଁକି ହଟହଟା ହୋଉଛନ୍ତି ପ୍ରକୃତ ଚାଷୀ ? ନିରୀହ ଆଦିବାସୀ ଚାଷୀଙ୍କ ଜମି ପଟ୍ଟାକୁ ଇଂଟରନେଟରୁ ବାହାର କରି ଦଲାଲତ ମାନେ ନିଜକୁ ଚାଷୀଙ୍କ ପୁଅ ଓ ସଂପର୍କୀୟ ଦର୍ଶାଇ ଟୋକନ ହାତେଇ…

ମହାନଦୀ ସେତୁ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅର୍ନ୍ତଗତ ଖରଶଙ୍କୁଲେଇଠାରେ ନିର୍ମାଣାଧୀନ ଧଳପୁର-ଆଠମଲ୍ଲିକ ମହାନଦୀ ସେତୁ ଛାତରୁ ଗୁରୁବାର ରାତିରେ ଜଣେ ଶ୍ରମିକ ୪୦ଫୁଟ ତଳକୁ ଖସିପଡିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପଶ୍ଚିମବଙ୍ଗ ମାଲଦା ଅଞ୍ଚଳର ସମୀର ଘୋଷ(୨୦) ବୋଲି ସୂଚନା…

ପଶ୍ଚିମବଙ୍ଗ ଓ ଆସାମର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଳୀ : ପଶ୍ଚିମବଙ୍ଗ ଓ ଆସାମର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ଜାରି ହୋଇଛି। ଏହି ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୪ଟି ଜିଲ୍ଲାରେ ଅବସ୍ଥିତ ୩୦ଟି ଆସନରେ ଏପ୍ରିଲ୍‍ ପହିଲାରେ ଭୋଟ୍‍ ଗ୍ରହଣ ହେବ। ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ୧୨ ତାରିଖ ରହିଛି। ୧୫…

ଅନୁଭବ-ବର୍ଷା ବିବାଦ: କଟକରେ ଚାଲିବ ମାମଲା

କଟକ: ଓଲିଉଡର ଚର୍ଚ୍ଚିତ ଦମ୍ପତି ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ କଟକରେ ହେବ। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ନୁହେଁ କଟକ ଫ୍ୟାମିଲି କୋର୍ଟରେ ମାମଲା ଚାଲିବ। କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।…

ପାଣି ପାଇଁ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀରେ ଗତ କିଛି ଦିନ ହେବ ତାତି ବଢ଼ିବାରେ ଲାଗିଛି। ସହରବାସୀଙ୍କୁ ଏବେଠାରୁ ପିଇବା ପାଣି ଚିନ୍ତା ଘାରିଲାଣି। ଦୁଇ ଓଳି ଲୋକଙ୍କୁ ପାଣି ଯୋଗାଇ ଦିଆଯାଉ ନାହିଁ। ଅଚଳ ନଳକୂପ ସଜଡ଼ା ଯାଉନି, ପୋତି ହୋଇଥିବା କୂଅର ପୁନରୁଦ୍ଧାର କରାଯାଉ ନାହିଁ। ପାଣି ପାଇପ୍‌ ନେଇଥିବା…

କଳିଙ୍ଗ ଷ୍ଟାଡିୟମରେ ବିଜୁ ପଟ୍ଟନାୟକ ମିନି ମାରାଥନ୍‍ ଅନୁଷ୍ଠିତ

ଭୁବନେଶ୍ୱର: ମହାନ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ବାର୍ଷିକ ବିଜୁ ପଟ୍ଟନାୟକ ମିନି ମାରାଥନ୍‍ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। କ୍ରୀଡ଼ା ଏବଂ ଯୁବ ସେବା ବିଭାଗ(ଡିଏସ୍‍ୱାଇଏସ୍‍) ପକ୍ଷରୁ ଆୟୋଜିତ…

ଦେଶରେ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ତୁଳନାରେ ସାମାନ୍ୟ ହ୍ରାସ ପାଇଛି। ଆଉ ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୧,୭୩,୭୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୩ ଆକ୍ରାନ୍ତଙ୍କ ମୃତ୍ୟୁ…

ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ

ଭୁବନେଶ୍ୱର : ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ। ଏହି ଅବସରରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀମାନଙ୍କୁ ଉଦବୋଧନ ଦେଇ କହିଛନ୍ତି, ଓଡିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ବିଜୁ ବାବୁଙ୍କ ଲକ୍ଷ୍ୟ ଥିଲା। ସେବା ଓ…

ଦିନକରେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ଶହେ ମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୩, ସ୍ଥାନୀୟ ୩୮। ମୋଟ ପଜିଟିଭ ସଂଖ୍ୟା ୩,୩୭,୬୨୦କୁ ବୃଦ୍ଧି ପାଇଛି। ୩,୩୪,୮୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।୮୧୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ…