ଦେଶରେ ୧୫,୫୧୦ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୧୫,୫୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୦,୯୬,୭୩୧କୁ ବୃଦ୍ଧି ପାଇଛି। ଚିିକିତ୍ସାଧୀନ ଅବସ୍ଥାରେ ୧୦୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ!-->…