ଓଡ଼ିଆ ଯୁବକଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ଜଣେ ଯୁବକଙ୍କୁ ପ୍ରଶଂସା କରିଛନ୍ତି । ସେହି ଯୁବକ ଜଣକ ହେଉଛନ୍ତି ବେଶ୍ ଜଣାଶୁଣା ଜଗତସିଂହପୁରର ସିଲୁ ନାୟକ ଓରଫ୍ ନାୟକ ସାର୍, ଯାହାଙ୍କ ଠାରୁ ଅନେକ ଯୁବକ ଟ୍ରେନିଂ ପାଇଁ ସେନାରେ ଭର୍ତି…

ଭିସୁଟ୍ ସଟ୍ ଡାଉନ୍

ସମ୍ବଲପୁର: ଶଟ୍ ଡାଉନ ଘୋଷଣା ହେଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜୀ (ଭିସୁଟ୍) କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ବୁର୍ଲା ସ୍ଥ୍ିତ ଭିସୁଟ୍କୁ ଶଟଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଅନୁଷ୍ଠାନକୁ ବନ୍ଦ ରଖାଯାଇଛି । ଭିସୁଟ୍ର ୧୧ଟି…

ଚିନ୍ତା ବଢ଼ାଇଲାଣି ୮ ରାଜ୍ୟ

ନୂଆଦିଲ୍ଲୀ: ଦେଶର ୮ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ମହାରାଷ୍ଟ୍ର ଓ କେରଳରେ ଦୈନିକ ସଂକ୍ରମଣ ହାର ୭୬ ପ୍ରତିଶତ ରହିଥିବା ବେଳେ ରାଜଧାନୀ ଦିଲ୍ଲୀରେ ମଧ୍ୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି । ଦେଶରେ ଗତ ୨୪ ଘଂଟାରେ ୧୬,୪୮୮ ନୂଆ ସଂକ୍ରମତି ହୋଇଥିଲାବେଳେ ୧୧୩ ଜଣ…

ଖରିଫ ଧାନସଂଗ୍ରହ ୫୮ଲକ୍ଷ ମେଟ୍ରିକ ଟନ ଟପିଲା

ଭୁବନେଶ୍ବର : ରାଜ୍ୟରେ ଗତ ନଭେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇଥିବା ଖରିଫ ଧାନସଂଗ୍ରହ ପ୍ରକ୍ରିୟାରେ ଆଜିସୁଦ୍ଧା ୫୮ଲକ୍ଷ ୧୭ହଜାର ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହି ପ୍ରକ୍ରିୟା ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।ଏଥର ଖରିଫ ଧାନସଂଗ୍ରହ ପାଇଁ ଧାର୍ଯ୍ୟ ସମୟର…

୨୪ ଘଣ୍ଟାରେ ୧୬ ହଜାର ୭୫୨ ଜଣ ନୂଆ ଆକ୍ରାନ୍ତ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୭୫୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମଣ ୧ କୋଟି ୧୦ ଲକ୍ଷ ୯୬ ହଜାର ୭୩୧ରେ ପହଂଚିଛି। ସେହିପରି ୧୧ ହଜାର ୭୧୮ ଜଣ ସଂକ୍ରମିତ ସୁସ୍ଥ ହେବା ପରେ ମୋଟ କରୋନା ଜନିତ ଆରୋଗ୍ୟ ସଂଖ୍ୟା ୧ କୋଟି ୭ ଲକ୍ଷ ୭୫ ହଜାର ୧୬୯କୁ ବୃଦ୍ଧି ପାଇଥିବା…

ସାତକୋଶିଆ ଇକୋ-ରିଟ୍ରିଟରେ ଅଗ୍ନିକାଣ୍ଡ

କଟକ ଜିଲ୍ଲା ସାତକୋଶିଆ ବାଲିପୁଟ ସ୍ଥିତ ଇକୋ ରିଟ୍ରିଟରେ ଆଜି ଭୋର ୫ଟାରେ ଇଲେକ୍ଟ୍ରିକ ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିବ ଫଳରେ ସେଠାରେ ପର୍ଯ୍ୟଟକଙ୍କ ପାଇଁ ଉଦ୍ଦିଷ୍ଟ ୩ଟି କଟେଜ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ତେବେ ସମସ୍ତ ପର୍ଯ୍ୟଟକ ସୁରକ୍ଷିତ ଥିବା ସୂଚନା ମିଳିଛି। ଆଜି…

ରାଜ୍ୟରେ ୮୭ ନୂଆ କରୋନା ପଜିଟିଭ୍ ଚିହ୍ନଟ

ବହୁଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ଆଶାତୀତ ଭାବେ ହ୍ରାସ ପାଇବା ପରେ ଏବେ ତାହା ପୁଣି ଧୀରେ ଧୀରେ ବୃଦ୍ଧି ହେଉଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ…

ବସ୍‍-ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

କଟକ: କଟକ ସ୍ଥିତ ଗତିରାଉତପାଟଣା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‍-ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିବା ସହ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା…

ଚତୃର୍ଥ ଦିନ ପାଇଁ ବି ଭୁବନେଶ୍ୱର ସବୁଠୁ ଉପ୍ତତ ସହର

ଭୁବନେଶ୍ୱର: ଆଜି ବି ରାଜଧାନୀ ଭୁବନେଶ୍ୱର ରାଜର ସବୁଠାରୁ ଉତପ୍ତ ସହର ପରିଗଣିତ ହୋଇଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି । ଅପରପକ୍ଷରେ ଫୁଲବାଣୀରେ ତାପମାତ୍ରା ସବୁଠାରୁ କମ୍ ରହିଛି । ଏଠାରେ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ୍…

ମାର୍ଚ୍ଚ ୩୧ ଯାଏ ବିଦେଶକୁ ଉଡ଼ିବନି ବିମାନ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବାରୁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ୩୧ ମାର୍ଚ୍ଚ ଯାଏ ବୃଦ୍ଧି କରାଯାଇଛି । ଏହାର ଅର୍ଥ ଆସନ୍ତା ୩୧ ଯାଏ ଭାରତରୁ କୌଣସି ଅନ୍ତର୍ଜାତୀୟ ବିମାନ ସେବା ଉପଲବ୍ଧ ହେବନାହିଁ । ଏ ସମ୍ପର୍କରେ ଡିଜିସିଏ ପକ୍ଷରୁ…