ଭିସୁଟରେ ୨୫ ଛାତ୍ରଙ୍କୁ କରୋନା
ବୁର୍ଲା: ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଭିସୁଟ)ର ୨୫ ଜଣ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁଯାୟୀ, ୨ ଦିନ ଭିତରେ ଭିସୁଟ୍ରେ ୩ଟି ହଷ୍ଟେଲର ୨୫ଛାତ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୨୪ ଜଣ!-->…