୧୯୯୯ ଗଣଦୁଷ୍କର୍ମ ମାମଲା: ଧରାପଡ଼ିଲା ମୁଖ୍ୟ ଅଭିଯୁକ୍ତ
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ୧୯୯୯ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ସୋମବାର ଗିରଫ ହୋଇଛି। ଘଟଣାର ୨୨ ବର୍ଷ ପରେ ପରିଚୟ ବଦଳାଇ ପୁଣେରେ ରହୁଥିବା ବିବନକୁ ଗିରଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ।
!-->!-->…