ଟାଙ୍ଗୀବନ୍ଦାଳୋ ଟୋଲ ଗେଟ ନିକଟରେ ଆମ୍ବୁଲାନ୍ସ ଦୁର୍ଘଟଣା

କଟକ : କଟକ ଜିଲା ଟାଙ୍ଗୀବନ୍ଦାଳୋ ଟୋଲ ଗେଟ ନିକଟରେ ଆମ୍ବୁଲାନ୍ସରେ ରୋଗୀ ନେଇ ଆସୁଥିବା ସମୟରେ ରାସ୍ତାରେ ଠିଆ ହୋଇଥିବା କଣ୍ଟେନରକୁ ଆମ୍ବୁଲାନ୍ସ ଧକ୍କା ଦେବା ଫଳରେ ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୩ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ…

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ବଜେଟ ଅଧିବେଶନର ଆଜି ତୃତୀୟ ଦିନ। ମାତ୍ର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଦେଖାଦେଇଛି। ଉଭୟ ବିଜେପି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଚାଷୀଙ୍କ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ…

ଦେଶରେ ପୁଣି ସଂକ୍ରମଣ ବୃଦ୍ଧି

ନୂଆଦିଳ୍ଲୀ : ଦେଶରେ କିଛିଦିନ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ହ୍ରାସ ପାଉଥିବା ଦେଖାଦେଇଥିବା ବେଳେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ଦେଶରେ ଦିନକରେ ୧୩,୯୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୦୯,୭୭,୩୮୭କୁ ବୃଦ୍ଧି ପାଇଛି।…

କୃଷି ଆଇନ ପ୍ରତ୍ୟାହାର ଦାବିରେ ରେଳରୋକ୍

କଟକ: କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ଚାଷୀମାନଙ୍କୁ ସର୍ବନାଶ କରିବା ପାଇଁ ଆଣିଥିବା ଅନ୍ୟାୟ କୃଷି ଆଇନ ଯଥା ଚୁକ୍ତି ଚାଷ ଆଇନ ୨୦୨୦, ୧୯୫୫ ମସିହାର ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ୨୦୨୦ ଓ ଘରୋଇ ମଣ୍ଡି ଆଇନ ବାତିଲ ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା କିଷାନ ଦ୍ୱାରା ଅହୂତ…

୨୬ରେ ବ୍ୟବସାୟୀ ମହାସଂଘର ଭାରତ ବନ୍ଦ

ଭୁବନେଶ୍ୱର: ବିବାଦୀୟ ଜିଏସଟି ବ୍ୟବସ୍ଥା ଓ ଜିଏସଟି ଅଧିକାରୀଙ୍କ ଏକଚଟିଆ ମନୋଭାବକୁ ବିରୋଧ କରି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ବା ସିଏଆଇଟି ଚଳିତ ମାସ ୨୬ ତାରିଖରେ ଭାରତବନ୍ଦ ଡାକରା ଦେଇଛି । ସିଏଆଇଟି ସୂଚନା ଦେଇଛି କି ଏହି ଭାରତବନ୍ଦକୁ ଦେଶର ୪୦ ହଜାରରୁ ଅଧିକ ବ୍ୟବସାୟିକ ସଂସ୍ଥା…

ପୁଣି ବଢୁଛି ସଂକ୍ରମଣ !

ନୂଆଦିଲ୍ଲୀ: ଦେଶରେ ଚିହ୍ନଟ ୧୩,୧୯୩ ଜଣ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି ଯାହା ଗତକାଲି ରେକର୍ଡ କରାଯାଇଥିବା ସଂକ୍ରମଣସଂଖ୍ୟା ଠାରୁ ୨.୪% ଅଧିକ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଂଟା ମଧ୍ୟରେ ୧୩.୧୯୩…

ଓଡିଶାକୁ ୪ ସପ୍ତାହ ମହଲତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଆଜି କୋଟିଆ ମାମଲାର ଶୁଣାଣି ହୋଇଛି । ଆନ୍ଧ୍ର ସରକାର ଦାଖଲ କରିଥିବା ସତ୍ୟପାଠର ଜବାବ ଦାଖଲ ପାଇଁ ଓଡିଶା ସରକାରଙ୍କୁ ସୁପ୍ରିମକୋର୍ଟର ବିଚାରପତି ଏଏସ୍ଖାନ୍ ୱେଲ୍କର ଓ ଦିନେଶ ମହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ୪ ସପ୍ତାହ ମହଲତ ଦେଇଛନ୍ତ । ସୂଚନାଯୋଗ୍ୟ ,…

କୁଖ୍ୟାତ ଗାଡି ଚୋର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ପୁଲିସକୁ ଏକ ବଡ ସଫଳତା ମିଳିଛି ବୋଲି ଶୁକ୍ରବାର ଜଣାପଡ଼ିଛି । ବ୍ରହ୍ମପୁର ପୁଲିସ କୁଖ୍ୟାତ ଗାଡି ଚୋର ଏଲ ଶିବା ରେଡିକୁ ଗିରଫ କରିଛି । ତା ନିକଟରୁ ଚୋରି ହୋଇଥବା ୯ଟି ବାଇକ ଓ ସ୍କୁଟି ଜବତ କରାଯାଇଛି । ଶିବାର ଘର ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁରରେ…

ମୟୁରଭଞ୍ଜ ସଡ଼କ ଦୁର୍ଘଟଣା ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ…

ମରିସ୍‌ଙ୍କୁ ୧୬.୨୫ କୋଟିରେ କିଣିଲା ରାଜସ୍ଥାନ

ଚେନ୍ନଇ: ବିଶ୍ବର ସବୁଠାରୁ ଧନଶାଳୀ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌) ଇତିହାସରେ ସବୁଠାରୁ ଦାମୀ କ୍ରିକେଟର ହୋଇଛନ୍ତି ଦକ୍ଷିଣ ଆଫ୍ରିକାର ବରିଷ୍ଠ ଅଲ୍‌ରାଉଣ୍ଡର କ୍ରିସ୍ ମରିସ୍। ଗୁରୁବାର ହୋଇଥିବା ଆଇପିଏଲ୍‌ ନିଲାମରେ ମରିସ୍‌ଙ୍କୁ ରାଜସ୍ଥାନ ରୟାଲ୍‌ସ…