ରଜ୍ୟରୁ ୮୮ ନୂଆ ଆକ୍ରାନ୍ତ ଚିହ୍ନଟ : ଜଣେ ମୃତ
ଭୁବନେଶ୍ବର : ସୋମବାର ରାଜ୍ୟରୁ ଆଉ ୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ ସଙ୍ଗରୋଧରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୭ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ!-->…