ଚଳନ୍ତା କାରରେ ଲାଗିଲା ନିଆଁ : ଅଳ୍ପକେ ବର୍ତିଲେ ଚାଳକ ଓ ଯାତ୍ରୀ
କୁଆଁପାଳ : କଟକ ଜିଲ୍ଲା ମାହାଙ୍ଗା ମଧୁପୁର ଅଞ୍ଚଳରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ଏକ କାର ଜୟପୁରରୁ ପୁରସ୍ତମପୁର ଯିବା ବାଟରେ ହଠାତ ରାସ୍ତା ମଝିରେ ଗାଡ଼ିରେ ନିଆଁ ଲାଗିଯାଇଥିଲା। ସୌଭାଗ୍ୟ ବଶତଃ ଗାଡ଼ିରେ ଥିବା ଚାଳକ ସହ ଅନ୍ୟ ଦୁଇ ଯାତ୍ରୀ ଗାଡ଼ିରୁ ଓହ୍ଲାଇ ପଡ଼ିଥିଲେ।!-->…