ଓଡ଼ିଶୀ, କଥକ ଏବଂ ଛଉ ନୃତ୍ୟରେ ମନ୍ତ୍ରମୁଗ୍ଧ ଦର୍ଶକ
ଧଉଳୀ: ଐତିହାସିକ ଧଉଳୀର ପାଦଦେଶରେ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ଼୍ୟାନ୍ସ ଏକାଡେ଼ମୀ ଏବଂ ଆର୍ଟ ଭିଜନ୍ ଦ୍ୱାରା ଆୟୋଜିତ ୧୭ତମ ଧଉଳୀ କଳିଙ୍ଗ ମହୋତ୍ସବର ଆଜି ଥିଲା ଉଦ୍ଘାଟନ ସଂଧ୍ୟା । ଖ୍ରୀଷ୍ଟପୂର୍ବ ୩ୟ ଶତାବ୍ଦୀରେ ଯେଉଁ ସ୍ଥାନରୁ ସମ୍ରାଟ ଅଶୋକ ଶାନ୍ତିର ବାର୍ତ୍ତା ପ୍ରଚାର!-->…