ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସ ସମ୍ବର୍ଦ୍ଧିତ
ଭୁବନେଶ୍ୱର : ଜୟଦେବ ଭବନ ଠାରେ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମଦର ପକ୍ଷରୁ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। ପାର୍ଶ୍ୱରେ ଅନୁଷ୍ଠାନର ସଭାପତି ପ୍ରାକ୍ତନ ଆୟକର ପ୍ରଧାନ ଆୟୁକ୍ତ ଶରତ କୁମାର ଦାଶ,!-->…