ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର
କ୍ରମାଗତ ସାତ ଦିନ ସ୍ଥିର ରହିବା ପରେ ଗୁରୁବାର ଦିନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚିଛି। ଦେଶରେ ପେଟ୍ରୋଲ ମୂଲ୍ୟ ବର୍ତ୍ତମାନ ରେକର୍ଡ ସ୍ତରରେ ଥିବାବେଳେ ଦିଲ୍ଲୀ ବ୍ୟତୀତ ଦେଶର ଅନ୍ୟାନ୍ୟ ସ୍ଥାନରେ ଡିଜେଲ ମୂଲ୍ୟ ମଧ୍ୟ ରେକର୍ଡ ସ୍ତରରେ ରହିଛି। ଭାରତୀୟ ତୈଳ ନିଗମ!-->…